ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଧୁବାବୁ ପେନସନ ଯୋଜନାରେ ଆଉ ୪ ଲକ୍ଷ ଲୋକଙ୍କୁ ସାମିଲ କରିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହାଦ୍ବାରା ରାଜ୍ୟର ସମୁଦାୟ ମଧୁବାବୁ ପେନସନ ହିତାଧିକାରୀଙ୍କ ସଂଖ୍ୟା ୩୨.୭୫ରୁ ବୃଦ୍ଧି ପାଇ ୩୬.୭୫ ରେ ପହଞ୍ଚିବ। ରାଜ୍ୟ ସରକାର ଏଥିପାଇଁ ମାସକୁ ୧୯୦.୨୦ କୋଟି ଟଙ୍କା ଖର୍ଚ୍ଚ କରିବେ।
୫ଟି…
— I & PR Department, Odisha (@IPR_Odisha) February 6, 2024
Comments are closed.