Bhubaneswar: April 26th marks an important date for Odias, as on this very day in 1892, Maharaja Krushna Chandra Gajapti Narayan Dev was born, who is regarded as the architect of an Independent united Odisha State.
He was a scion of the great Ganga Dynasty of Paralakhemundi, a Great Freedom Fighter, the first Prime Minister of Odisha and one of the founding fathers of the Indian Constitution, being a Member of the Constituent Assembly of India. The present-day Gajapati District of Odisha which was earlier a part of the historic Ganjam district was named after him.
As Odisha recalls the contributions of the great man, Odia Twitteratti paid their tributes on his birth anniversary. Here are best of the Tweets:
ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ରାଜ୍ୟର ପ୍ରଗତି ସହ ଶିକ୍ଷା ଓ ସାହିତ୍ୟ ମାଧ୍ୟମରେ ସମାଜର ଉନ୍ନତି ପାଇଁ ତାଙ୍କ ଅବଦାନ ଅତୁଳନୀୟ। pic.twitter.com/35IZYCPG8O
— Naveen Patnaik (@Naveen_Odisha) April 26, 2019
ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି । pic.twitter.com/vdFK4wMijh
— Dharmendra Pradhan (@dpradhanbjp) April 26, 2019
ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜନ୍ମ ଜୟନ୍ତୀ ଅବସରରେ ମୋର ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି। ରାଜ୍ୟର ପ୍ରଗତି, ଜନକଲ୍ଯାଣ ତଥା ଶିକ୍ଷା ଓ ସାହିତ୍ୟ ମାଧ୍ୟମରେ ସମାଜର ଉନ୍ନତି ଦିଗରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ଓଡ଼ିଆଙ୍କ ହୃଦୟରେ ଚିର ସ୍ମରଣୀୟ ହୋଇ ରହିବେ । pic.twitter.com/FOjqc63vhe
— Dilip Kumar Tirkey (@DilipTirkey) April 26, 2019
ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ, ସ୍ବାଧୀନତା ସଂଗ୍ରାମୀ ତଥା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ଏହି ଅବସରରେ ବିଭାଗ ପକ୍ଷରୁ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯ ଅର୍ପଣ କରାଯାଇଥିଲା ।#Odisha pic.twitter.com/MxWXHcPXCh
— I & PR Department, Odisha (@IPR_Odisha) April 26, 2019
ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ଓଡ଼ିଶାରେ ଶିକ୍ଷାର ବିକାଶ, ଭାଷା ଆନ୍ଦୋଳନ ଏବଂ ବାଲ୍ୟବିବାହ ଉଚ୍ଛେଦ କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ସର୍ବଦା ଚିରସ୍ମରଣୀୟ ହୋଇ ରହିବେ। pic.twitter.com/RbcsKNXaoV
— Biju Janata Dal (@bjd_odisha) April 26, 2019
Comments are closed.